ଆଦି ପୁସ୍ତକ 22

ତାହାର ଜ୍ୟେଷ୍ଠ ପୁତ୍ର ଊଷ୍‍ ଓ ତାହାର ଭ୍ରାତା ବୂଷ୍‍ ଓ ଅରାମର ପିତା କମୂୟେଲ,

Genesis 22:21 (UKJV) Huz his firstborn, and Buz his brother, and Kemuel the father of Aram,

19ଏଥିଉତ୍ତାରେ ଅବ୍ରହାମ ସେହି ଦାସମାନଙ୍କ ନିକଟକୁ ଫେରିଗଲେ; ଆଉ ସେମାନେ ଉଠି ଏକତ୍ର ବେର୍‍ଶେବାକୁ ଗଲେ ଓ ଅବ୍ରହାମ ବେର୍‍ଶେବାରେ ବାସ କଲେ।

20ସେହି ଘଟଣା ଉତ୍ତାରେ ଅବ୍ରହାମଙ୍କୁ ଏହି ସମ୍ବାଦ ଦିଆଗଲା, “ଶୁଣ, ମିଲ୍କା ମଧ୍ୟ ତୁମ୍ଭ ଭ୍ରାତା ନାହୋର ନିମନ୍ତେ ସନ୍ତାନସନ୍ତତି ପ୍ରସବ କରିଅଛି।”

21ତାହାର ଜ୍ୟେଷ୍ଠ ପୁତ୍ର ଊଷ୍‍ ଓ ତାହାର ଭ୍ରାତା ବୂଷ୍‍ ଓ ଅରାମର ପିତା କମୂୟେଲ,

22ପୁଣି, କେଷଦ୍‍ ଓ ହସୋ ଓ ପିଲଦଶ୍‍ ଓ ଯିଦ୍‍ଲଫ୍‍ ଓ ବଥୂୟେଲ।

23ସେହି ବଥୂୟେଲର କନ୍ୟା ରିବିକା। ମିଲ୍କା ଏହି ଆଠ ଜଣଙ୍କୁ ଅବ୍ରହାମଙ୍କର ଭ୍ରାତା ନାହୋର ନିମନ୍ତେ ଜନ୍ମ କଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.