21ତାହାର ଜ୍ୟେଷ୍ଠ ପୁତ୍ର ଊଷ୍ ଓ ତାହାର ଭ୍ରାତା ବୂଷ୍ ଓ ଅରାମର ପିତା କମୂୟେଲ,
22ପୁଣି, କେଷଦ୍ ଓ ହସୋ ଓ ପିଲଦଶ୍ ଓ ଯିଦ୍ଲଫ୍ ଓ ବଥୂୟେଲ।
23ସେହି ବଥୂୟେଲର କନ୍ୟା ରିବିକା। ମିଲ୍କା ଏହି ଆଠ ଜଣଙ୍କୁ ଅବ୍ରହାମଙ୍କର ଭ୍ରାତା ନାହୋର ନିମନ୍ତେ ଜନ୍ମ କଲା।
24ପୁଣି, ନାହୋରର ରୂମା ନାମ୍ନୀ ଉପପତ୍ନୀଠାରୁ ଟେବହ, ଗହମ୍, ତହଶ୍ ଓ ମାଖା, ଏମାନେ ଜାତ ହେଲେ।