ଆଦି ପୁସ୍ତକ 22

ପୁଣି, ନାହୋରର ରୂମା ନାମ୍ନୀ ଉପପତ୍ନୀଠାରୁ ଟେବହ, ଗହମ୍‍, ତହଶ୍‍ ଓ ମାଖା, ଏମାନେ ଜାତ ହେଲେ।

Genesis 22:24 (UKJV) And his concubine, whose name was Reumah, she bare also Tebah, and Gaham, and Thahash, and Maachah.

22ପୁଣି, କେଷଦ୍‍ ଓ ହସୋ ଓ ପିଲଦଶ୍‍ ଓ ଯିଦ୍‍ଲଫ୍‍ ଓ ବଥୂୟେଲ।

23ସେହି ବଥୂୟେଲର କନ୍ୟା ରିବିକା। ମିଲ୍କା ଏହି ଆଠ ଜଣଙ୍କୁ ଅବ୍ରହାମଙ୍କର ଭ୍ରାତା ନାହୋର ନିମନ୍ତେ ଜନ୍ମ କଲା।

24ପୁଣି, ନାହୋରର ରୂମା ନାମ୍ନୀ ଉପପତ୍ନୀଠାରୁ ଟେବହ, ଗହମ୍‍, ତହଶ୍‍ ଓ ମାଖା, ଏମାନେ ଜାତ ହେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.