ଆଦି ପୁସ୍ତକ 24

ତହିଁରେ ସେ କହିଲେ, ‘ଆମ୍ଭେ ଯେଉଁ ସଦାପ୍ରଭୁଙ୍କ ଛାମୁରେ ଗମନାଗମନ କରୁ, ସେ ତୁମ୍ଭ ସଙ୍ଗରେ ଆପଣା ଦୂତ ପଠାଇ ତୁମ୍ଭ ଯାତ୍ରା ସଫଳ କରିବେ; ତହିଁରେ ତୁମ୍ଭେ ଆମ୍ଭ ପୈତୃକ ବଂଶରୁ ଆମ୍ଭ ପୁତ୍ର ନିମନ୍ତେ କନ୍ୟା ଆଣିବ;

Genesis 24:40 (UKJV) And he said unto me, The LORD, before whom I walk, will send his angel with you, and prosper your way; and you shall take a wife for my son of my kindred, and of my father's house:

38ମାତ୍ର ଆମ୍ଭ ପୈତୃକ ବଂଶୀୟ ଲୋକମାନଙ୍କ ନିକଟକୁ ଯାଇ ଆମ୍ଭ ପୁତ୍ର ନିମନ୍ତେ କନ୍ୟା ଆଣିବ।’

39ସେତେବେଳେ ମୁଁ ପ୍ରଭୁଙ୍କୁ କହିଲି, ‘କେଜାଣି କୌଣସି କନ୍ୟା ମୋʼ ସଙ୍ଗରେ ନ ଆସିବ।’

40ତହିଁରେ ସେ କହିଲେ, ‘ଆମ୍ଭେ ଯେଉଁ ସଦାପ୍ରଭୁଙ୍କ ଛାମୁରେ ଗମନାଗମନ କରୁ, ସେ ତୁମ୍ଭ ସଙ୍ଗରେ ଆପଣା ଦୂତ ପଠାଇ ତୁମ୍ଭ ଯାତ୍ରା ସଫଳ କରିବେ; ତହିଁରେ ତୁମ୍ଭେ ଆମ୍ଭ ପୈତୃକ ବଂଶରୁ ଆମ୍ଭ ପୁତ୍ର ନିମନ୍ତେ କନ୍ୟା ଆଣିବ;

41ଆଉ ତୁମ୍ଭେ ଆମ୍ଭ ବଂଶୀୟ ଲୋକମାନଙ୍କ ନିକଟକୁ ଗଲେ ଏହି ଶପଥରୁ ମୁକ୍ତ ହେବ; ଯଦ୍ୟପି ସେମାନେ କନ୍ୟା ନ ଦେବେ, ତଥାପି ଶପଥରୁ ମୁକ୍ତ ହେବ।’

42ଏହେତୁ ଆଜି ମୁଁ ଏହି କୂପ ନିକଟରେ ଉପସ୍ଥିତ ହୋଇ ଏହି ପ୍ରାର୍ଥନା କଲି, ‘ହେ ମୋହର କର୍ତ୍ତା ଅବ୍ରହାମଙ୍କର ସଦାପ୍ରଭୁ ପରମେଶ୍ୱର, ତୁମ୍ଭେ ଯଦି ମୋହର କୃତ ଯାତ୍ରା ସଫଳ କର,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.