ଆଦି ପୁସ୍ତକ 24

ଏଥିଉତ୍ତାରେ ସେହି ଦାସ ଇସ୍‌ହାକକୁ ଆପଣା କୃତ କର୍ମର ସମସ୍ତ ବିବରଣ କହିଲା।

Genesis 24:66 (UKJV) And the servant told Isaac all things that he had done.

64ସେତେବେଳେ ରିବିକା ଅନାଇ ଇସ୍‌ହାକକୁ ଦେଖି ଓଟ ଉପରୁ ଓହ୍ଲାଇଲା।

65ପୁଣି, ସେ ସେହି ଦାସକୁ ପଚାରିଲା, “ଆମ୍ଭମାନଙ୍କ ସହିତ ସାକ୍ଷାତ କରିବାକୁ ଯେ କ୍ଷେତ୍ର ମଧ୍ୟରେ ଆସୁଅଛି, ସେହି ପୁରୁଷ କିଏ?” ତହିଁରେ ଦାସ ଉତ୍ତର କଲା, “ସେ ମୋହର ପ୍ରଭୁ,” ଏଣୁ ରିବିକା ଘୋଡ଼ଣୀ ନେଇ ଆପଣାକୁ ଆଚ୍ଛାଦନ କଲା।

66ଏଥିଉତ୍ତାରେ ସେହି ଦାସ ଇସ୍‌ହାକକୁ ଆପଣା କୃତ କର୍ମର ସମସ୍ତ ବିବରଣ କହିଲା।

67ସେତେବେଳେ ଇସ୍‌ହାକ ରିବିକାକୁ ଗ୍ରହଣ କରି ଆପଣା ମାତା ସାରାର ତମ୍ବୁକୁ ଘେନିଯାଇ ତାହାକୁ ବିବାହ କଲା; ପୁଣି, ସେ ତାହାକୁ ପ୍ରେମ କଲା। ତହିଁରେ ଇସ୍‌ହାକ ମାତୃମରଣ ଶୋକରୁ ସାନ୍ତ୍ୱନା ପାଇଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.