ଆଦି ପୁସ୍ତକ 29

ତହିଁରେ ଯାକୁବ ସେହି ପ୍ରକାରେ ତାହାର ସପ୍ତାହ ପୂର୍ଣ୍ଣ କଲା; ତହୁଁ ଲାବନ ତାହା ସହିତ ଆପଣା କନ୍ୟା ରାହେଲକୁ ବିବାହ କରିଦେଲା।

Genesis 29:28 (UKJV) And Jacob did so, and fulfilled her week: and he gave him Rachel his daughter to wife also.

26ତହିଁରେ ଲାବନ କହିଲା, “ଜ୍ୟେଷ୍ଠା ଥାଉ ଥାଉ କନିଷ୍ଠାକୁ ଦାନ କରିବା ଆମ୍ଭମାନଙ୍କ ଦେଶାଚାର ନୁହେଁ।

27ଏହାର ସପ୍ତାହ ପୂର୍ଣ୍ଣ କର, ତହିଁ ଉତ୍ତାରେ ଯଦି ଆଉ ସାତ ବର୍ଷ ମୋହର ଦାସ୍ୟକର୍ମ କରିବ, ତେବେ ଅନ୍ୟ କନ୍ୟାକୁ ହିଁ ତୁମ୍ଭକୁ ଦାନ କରିବି।”

28ତହିଁରେ ଯାକୁବ ସେହି ପ୍ରକାରେ ତାହାର ସପ୍ତାହ ପୂର୍ଣ୍ଣ କଲା; ତହୁଁ ଲାବନ ତାହା ସହିତ ଆପଣା କନ୍ୟା ରାହେଲକୁ ବିବାହ କରିଦେଲା।

29ପୁଣି, ରାହେଲର ଦାସୀ ହେବା ନିମନ୍ତେ ସେ ଆପଣାର ବିଲ୍‌ହା ନାମ୍ନୀ ଦାସୀକୁ ଦେଲା।

30ତହୁଁ ସେ ରାହେଲର ମଧ୍ୟ ସହବାସ କଲା ଓ ଲେୟାଠାରୁ ରାହେଲକୁ ଅଧିକ ପ୍ରେମ କଲା; ପୁଣି, ଆଉ ସାତ ବର୍ଷ ଲାବନର ଦାସ୍ୟକର୍ମ କଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.