ଆଦି ପୁସ୍ତକ 29

ତହୁଁ ସେ ରାହେଲର ମଧ୍ୟ ସହବାସ କଲା ଓ ଲେୟାଠାରୁ ରାହେଲକୁ ଅଧିକ ପ୍ରେମ କଲା; ପୁଣି, ଆଉ ସାତ ବର୍ଷ ଲାବନର ଦାସ୍ୟକର୍ମ କଲା।

Genesis 29:30 (UKJV) And he went in also unto Rachel, and he loved also Rachel more than Leah, and served with him yet seven other years.

28ତହିଁରେ ଯାକୁବ ସେହି ପ୍ରକାରେ ତାହାର ସପ୍ତାହ ପୂର୍ଣ୍ଣ କଲା; ତହୁଁ ଲାବନ ତାହା ସହିତ ଆପଣା କନ୍ୟା ରାହେଲକୁ ବିବାହ କରିଦେଲା।

29ପୁଣି, ରାହେଲର ଦାସୀ ହେବା ନିମନ୍ତେ ସେ ଆପଣାର ବିଲ୍‌ହା ନାମ୍ନୀ ଦାସୀକୁ ଦେଲା।

30ତହୁଁ ସେ ରାହେଲର ମଧ୍ୟ ସହବାସ କଲା ଓ ଲେୟାଠାରୁ ରାହେଲକୁ ଅଧିକ ପ୍ରେମ କଲା; ପୁଣି, ଆଉ ସାତ ବର୍ଷ ଲାବନର ଦାସ୍ୟକର୍ମ କଲା।

31ଏଥିଉତ୍ତାରେ ସଦାପ୍ରଭୁ ଲେୟାକୁ ଅପମାନିତା ଦେଖି ତାହାକୁ ଗର୍ଭଧାରଣର ଶକ୍ତି ଦେଲେ; ମାତ୍ର ରାହେଲ ବନ୍ଧ୍ୟା ହେଲା।

32ଏଥିପାଇଁ ଲେୟା ଗର୍ଭବତୀ ହୋଇ ପୁତ୍ର ପ୍ରସବ କରନ୍ତେ, ତାହାର ନାମ ରୁବେନ୍‍ (ପୁତ୍ରକୁ ଦେଖ) ଦେଲା; ଯେହେତୁ ସେ କହିଲା, “ସଦାପ୍ରଭୁ ମୋହର ଦୁଃଖ ଦେଖିଅଛନ୍ତି; ଏବେ ମୋʼ ସ୍ୱାମୀ ମୋତେ ଭଲ ପାଇବେ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.