18ଏହି ପ୍ରକାରେ ଯାକୁବ ପଦ୍ଦନ୍ ଅରାମଠାରୁ ବାହାରି କୁଶଳରେ କିଣାନ ଦେଶସ୍ଥ ଶିଖିମର ଏକ ନଗରରେ ଉପସ୍ଥିତ ହୋଇ ନଗରର ବାହାରେ ତମ୍ବୁ ସ୍ଥାପନ କଲା।
19ଏଥିଉତ୍ତାରେ ଶିଖିମର ପିତା ହମୋରର ସନ୍ତାନମାନଙ୍କୁ ଏକ ଶହ କସୀତା ରୌପ୍ୟ ମୁଦ୍ରା ଦେଇ ସେହି ତମ୍ବୁ ସ୍ଥାପନର ଭୂମିଖଣ୍ଡ କିଣିଲା।
20ପୁଣି, ସେଠାରେ ଏକ ବେଦି ନିର୍ମାଣ କରି ତାହାର ନାମ ଏଲ-ଇଲୋହେ-ଇସ୍ରାଏଲ ରଖିଲା।