ଆଦି ପୁସ୍ତକ 35

ଯାକୁବଙ୍କର ଦ୍ୱାଦଶ ପୁତ୍ର ଥିଲେ; ସେମାନଙ୍କ ମଧ୍ୟରେ ରୁବେନ୍‍ ଯାକୁବଙ୍କର ଜ୍ୟେଷ୍ଠ ପୁତ୍ର, ସେ, ପୁଣି, ଶିମୀୟୋନ ଓ ଲେବୀ ଓ ଯିହୁଦା ଓ ଇଷାଖର ଓ ସବୂଲୂନ, ଏମାନେ ଲେୟାର ସନ୍ତାନ;

Genesis 35:23 (UKJV) The sons of Leah; Reuben, Jacob's firstborn, and Simeon, and Levi, and Judah, and Issachar, and Zebulun:

21ଏଥିଉତ୍ତାରେ ଇସ୍ରାଏଲ ସେଠାରୁ ପ୍ରସ୍ଥାନ କରି ଏଦର ଗଡ଼ ପାର ହୋଇ ତହିଁ ନିକଟରେ ତମ୍ବୁ ସ୍ଥାପନ କଲେ।

22ସେହି ଦେଶରେ ଇସ୍ରାଏଲ ବାସ କରିବା ବେଳେ ରୁବେନ୍‍ ଯାଇ ଆପଣା ପିତାଙ୍କର ବିଲ୍‌ହା ନାମ୍ନୀ ଉପପତ୍ନୀ ସଙ୍ଗରେ ଶୟନ କଲା, ପୁଣି, ଇସ୍ରାଏଲ ତାହା ଶୁଣିଲେ।

23ଯାକୁବଙ୍କର ଦ୍ୱାଦଶ ପୁତ୍ର ଥିଲେ; ସେମାନଙ୍କ ମଧ୍ୟରେ ରୁବେନ୍‍ ଯାକୁବଙ୍କର ଜ୍ୟେଷ୍ଠ ପୁତ୍ର, ସେ, ପୁଣି, ଶିମୀୟୋନ ଓ ଲେବୀ ଓ ଯିହୁଦା ଓ ଇଷାଖର ଓ ସବୂଲୂନ, ଏମାନେ ଲେୟାର ସନ୍ତାନ;

24ପୁଣି, ଯୋଷେଫ ଓ ବିନ୍ୟାମୀନ୍ ରାହେଲର ସନ୍ତାନ;

25ପୁଣି, ଦାନ୍ ଓ ନପ୍ତାଲି ରାହେଲର ଦାସୀ ବିଲ୍‌ହାର ସନ୍ତାନ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.