21ପୁଣି, ଯୋଷେଫଙ୍କର କଥିତ ଅର୍ଥାନୁସାରେ ଫାରୋ ପ୍ରଧାନ ପାନପାତ୍ର ବାହାକକୁ ତାହାର ନିଜ ପଦରେ ପୁନର୍ବାର ନିଯୁକ୍ତ କଲେ; ତହିଁରେ ସେ ଫାରୋଙ୍କର ହସ୍ତରେ ପାନପାତ୍ର ଦେବାକୁ ଲାଗିଲା।
22ମାତ୍ର ସେ ପ୍ରଧାନ ସୂପକାରକୁ ବୃକ୍ଷରେ ଟଙ୍ଗାଇଲେ;
23ତଥାପି, ପ୍ରଧାନ ପାନପାତ୍ରବାହକ ଯୋଷେଫଙ୍କୁ ସ୍ମରଣ କଲା ନାହିଁ, ମାତ୍ର ତାଙ୍କୁ ପାସୋରି ଗଲା।