ଆଦି ପୁସ୍ତକ 45

ତହିଁରେ ଇସ୍ରାଏଲଙ୍କର ପୁତ୍ରମାନେ ସେହିପରି କଲେ; ପୁଣି, ଯୋଷେଫ ଫାରୋଙ୍କର ଆଜ୍ଞାନୁସାରେ ସେମାନଙ୍କୁ ଶଗଡ଼ ଓ ପାଥେୟ ଦ୍ରବ୍ୟ ଦେଲେ।

Genesis 45:21 (UKJV) And the children of Israel did so: and Joseph gave them wagons, according to the commandment of Pharaoh, and gave them provision for the way.

19ଏବେ ଆମ୍ଭର ଆଜ୍ଞାନୁସାରେ ‘ଏହି କର୍ମ କର, ତୁମ୍ଭେମାନେ ଆପଣା ଆପଣା ବାଳକମାନଙ୍କ ଓ ଭାର୍ଯ୍ୟାମାନଙ୍କ ପାଇଁ ମିସର ଦେଶରୁ ଶଗଡ଼ ନେଇଯାଅ, ପୁଣି, ଆପଣାମାନଙ୍କ ପିତାଙ୍କୁ ନେଇଆସ।

20ଆଉ ଆପଣାମାନଙ୍କ ଦ୍ରବ୍ୟାଦି ବିଷୟରେ ଭାବନା କର ନାହିଁ; ସମସ୍ତ ମିସର ଦେଶର ଉତ୍ତମ ଦ୍ରବ୍ୟ ତୁମ୍ଭମାନଙ୍କର ଅଟେ।’”

21ତହିଁରେ ଇସ୍ରାଏଲଙ୍କର ପୁତ୍ରମାନେ ସେହିପରି କଲେ; ପୁଣି, ଯୋଷେଫ ଫାରୋଙ୍କର ଆଜ୍ଞାନୁସାରେ ସେମାନଙ୍କୁ ଶଗଡ଼ ଓ ପାଥେୟ ଦ୍ରବ୍ୟ ଦେଲେ।

22ପୁଣି, ପ୍ରତ୍ୟେକ ଜଣକୁ ଏକ ଏକ ଯୋଡ଼ା ବସ୍ତ୍ର ଦେଲେ, ମାତ୍ର ବିନ୍ୟାମୀନ୍‍କୁ ତିନି ଶହ ଶେକେଲ ରୌପ୍ୟ ମୁଦ୍ରା ଓ ପାଞ୍ଚ ଯୋଡ଼ା ବସ୍ତ୍ର ଦେଲେ।

23ପୁଣି, ପିତାଙ୍କ ନିମନ୍ତେ ମିସର ଦେଶର ଉତ୍ତମ ଉତ୍ତମ ଦ୍ରବ୍ୟରେ ନଦା ଦଶ ଗଧ ଓ ପିତାଙ୍କ ପାଥେୟ ନିମନ୍ତେ ଶସ୍ୟ ଓ ରୁଟି ଆଦି ଭକ୍ଷ୍ୟ ଦ୍ରବ୍ୟରେ ନଦା ଦଶ ଗର୍ଦ୍ଦଭୀ ପଠାଇଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.