ଆଦି ପୁସ୍ତକ 46

ଲେବୀର ପୁତ୍ର ଗେର୍ଶୋନ‍, କହାତ ଓ ମରାରି।

Genesis 46:11 (UKJV) And the sons of Levi; Gershon, Kohath, and Merari.

9ରୁବେନ୍‍ର ପୁତ୍ର ହନୋକ, ପଲ୍ଲୁ, ହିଷ୍ରୋଣ ଓ କର୍ମି।

10ଶିମୀୟୋନର ପୁତ୍ର ଯିମୂୟେଲ, ଯାମୀନ୍‍, ଓହଦ୍‍, ଯାଖୀନ୍‍ ଓ ସୋହର ଓ ତାହାର କିଣାନୀୟା ସ୍ତ୍ରୀଠାରୁ ଜାତ ପୁତ୍ର ଶୌଲ।

11ଲେବୀର ପୁତ୍ର ଗେର୍ଶୋନ‍, କହାତ ଓ ମରାରି।

12ଯିହୁଦାର ପୁତ୍ର ଏର, ଓନନ୍‍, ଶେଲା, ପେରସ ଓ ସେରହ; ମାତ୍ର ଏର ଓ ଓନନ୍‍ କିଣାନ ଦେଶରେ ମରିଥିଲେ। ପେରସର ପୁତ୍ର ହିଷ୍ରୋଣ ଓ ହାମୂଲ।

13ଇଷାଖରର ସନ୍ତାନ ତୋଲୟ, ପୂୟ, ଯୋବ ଓ ଶିମ୍ରୋଣ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.