11ଲେବୀର ପୁତ୍ର ଗେର୍ଶୋନ, କହାତ ଓ ମରାରି।
12ଯିହୁଦାର ପୁତ୍ର ଏର, ଓନନ୍, ଶେଲା, ପେରସ ଓ ସେରହ; ମାତ୍ର ଏର ଓ ଓନନ୍ କିଣାନ ଦେଶରେ ମରିଥିଲେ। ପେରସର ପୁତ୍ର ହିଷ୍ରୋଣ ଓ ହାମୂଲ।
13ଇଷାଖରର ସନ୍ତାନ ତୋଲୟ, ପୂୟ, ଯୋବ ଓ ଶିମ୍ରୋଣ।
14ସବୂଲୂନର ପୁତ୍ର ସେରଦ, ଏଲୋନ୍ ଓ ଯହଲେଲ।
15ଏମାନେ ଓ କନ୍ୟା ଦୀଣା ପଦ୍ଦନ୍ ଅରାମରେ ଯାକୁବଙ୍କଠାରୁ ଜାତ ଲେୟାର ସନ୍ତାନ। ଏମାନେ ପୁତ୍ର କନ୍ୟାରେ ତେତିଶ ପ୍ରାଣୀ ଥିଲେ।