ଆଦି ପୁସ୍ତକ 46

ସବୂଲୂନର ପୁତ୍ର ସେରଦ, ଏଲୋନ୍‍ ଓ ଯହଲେଲ।

Genesis 46:14 (UKJV) And the sons of Zebulun; Sered, and Elon, and Jahleel.

12ଯିହୁଦାର ପୁତ୍ର ଏର, ଓନନ୍‍, ଶେଲା, ପେରସ ଓ ସେରହ; ମାତ୍ର ଏର ଓ ଓନନ୍‍ କିଣାନ ଦେଶରେ ମରିଥିଲେ। ପେରସର ପୁତ୍ର ହିଷ୍ରୋଣ ଓ ହାମୂଲ।

13ଇଷାଖରର ସନ୍ତାନ ତୋଲୟ, ପୂୟ, ଯୋବ ଓ ଶିମ୍ରୋଣ।

14ସବୂଲୂନର ପୁତ୍ର ସେରଦ, ଏଲୋନ୍‍ ଓ ଯହଲେଲ।

15ଏମାନେ ଓ କନ୍ୟା ଦୀଣା ପଦ୍ଦନ୍‍ ଅରାମରେ ଯାକୁବଙ୍କଠାରୁ ଜାତ ଲେୟାର ସନ୍ତାନ। ଏମାନେ ପୁତ୍ର କନ୍ୟାରେ ତେତିଶ ପ୍ରାଣୀ ଥିଲେ।

16ଗାଦ୍‍ର ପୁତ୍ର ସିଫୋନ୍‍, ହଗି, ଶୂନୀ, ଇଷବୋନ୍‍, ଏରି, ଅରୋଦି ଓ ଅରେଲୀ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.