ଆଦି ପୁସ୍ତକ 46

ଗାଦ୍‍ର ପୁତ୍ର ସିଫୋନ୍‍, ହଗି, ଶୂନୀ, ଇଷବୋନ୍‍, ଏରି, ଅରୋଦି ଓ ଅରେଲୀ।

Genesis 46:16 (UKJV) And the sons of Gad; Ziphion, and Haggi, Shuni, and Ezbon, Eri, and Arodi, and Areli.

14ସବୂଲୂନର ପୁତ୍ର ସେରଦ, ଏଲୋନ୍‍ ଓ ଯହଲେଲ।

15ଏମାନେ ଓ କନ୍ୟା ଦୀଣା ପଦ୍ଦନ୍‍ ଅରାମରେ ଯାକୁବଙ୍କଠାରୁ ଜାତ ଲେୟାର ସନ୍ତାନ। ଏମାନେ ପୁତ୍ର କନ୍ୟାରେ ତେତିଶ ପ୍ରାଣୀ ଥିଲେ।

16ଗାଦ୍‍ର ପୁତ୍ର ସିଫୋନ୍‍, ହଗି, ଶୂନୀ, ଇଷବୋନ୍‍, ଏରି, ଅରୋଦି ଓ ଅରେଲୀ।

17ଆଶେରର ପୁତ୍ର ଯିମ୍ନା, ଯିଶ୍‍ବା, ଯିଶ୍‍ବି, ବରୀୟ ଓ ସେମାନଙ୍କ ଭଗିନୀ ସେରହ। ପୁଣି, ବରୀୟର ପୁତ୍ର ହେବର ଓ ମଲ୍‍କୀୟେଲ।

18ଲାବନ ଆପଣା କନ୍ୟା ଲେୟାକୁ ସିଳ୍ପା ନାମ୍ନୀ ଯେଉଁ ଦାସୀ ଦେଇଥିଲା, ସେ ଯାକୁବଙ୍କର ଏହି ସନ୍ତାନମାନଙ୍କୁ ପ୍ରସବ କରିଥିଲା। ଏମାନେ ଷୋହଳ ଜଣ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.