ଆଦି ପୁସ୍ତକ 46

ପୁଣି, ବିନ୍ୟାମୀନ୍‍ର ସନ୍ତାନ ବେଲା, ବେଖର, ଅସ୍‍ବେଲ, ଗେରା, ନାମାନ୍‍, ଏହୀ, ରୋଶ, ମୁପ୍ପୀମ, ହୁପ୍ପୀମ୍‍ ଓ ଅର୍ଦ।

Genesis 46:21 (UKJV) And the sons of Benjamin were Belah, and Becher, and Ashbel, Gera, and Naaman, Ehi, and Rosh, Muppim, and Huppim, and Ard.

19ପୁଣି, ଯାକୁବଙ୍କ ଭାର୍ଯ୍ୟା ରାହେଲର ପୁତ୍ର ଯୋଷେଫ ଓ ବିନ୍ୟାମୀନ୍।

20ଯୋଷେଫଙ୍କର ପୁତ୍ର ମନଃଶି ଓ ଇଫ୍ରୟିମ ମିସର ଦେଶରେ ଜନ୍ମିଥିଲେ; ଓନ୍‍ ନଗରସ୍ଥ ପୋଟୀଫେର ଯାଜକର ଆସନତ୍‍ ନାମ୍ନୀ କନ୍ୟା ସେମାନଙ୍କୁ ପ୍ରସବ କରିଥିଲା।

21ପୁଣି, ବିନ୍ୟାମୀନ୍‍ର ସନ୍ତାନ ବେଲା, ବେଖର, ଅସ୍‍ବେଲ, ଗେରା, ନାମାନ୍‍, ଏହୀ, ରୋଶ, ମୁପ୍ପୀମ, ହୁପ୍ପୀମ୍‍ ଓ ଅର୍ଦ।

22ଏହି ଚଉଦ ଜଣ ଯାକୁବଙ୍କଠାରୁ ଜାତ ରାହେଲର ସନ୍ତାନ।

23ଆଉ ଦାନ୍‍ର ପୁତ୍ର ହୂଶୀମ୍‍।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.