20ଯୋଷେଫଙ୍କର ପୁତ୍ର ମନଃଶି ଓ ଇଫ୍ରୟିମ ମିସର ଦେଶରେ ଜନ୍ମିଥିଲେ; ଓନ୍ ନଗରସ୍ଥ ପୋଟୀଫେର ଯାଜକର ଆସନତ୍ ନାମ୍ନୀ କନ୍ୟା ସେମାନଙ୍କୁ ପ୍ରସବ କରିଥିଲା।
21ପୁଣି, ବିନ୍ୟାମୀନ୍ର ସନ୍ତାନ ବେଲା, ବେଖର, ଅସ୍ବେଲ, ଗେରା, ନାମାନ୍, ଏହୀ, ରୋଶ, ମୁପ୍ପୀମ, ହୁପ୍ପୀମ୍ ଓ ଅର୍ଦ।
22ଏହି ଚଉଦ ଜଣ ଯାକୁବଙ୍କଠାରୁ ଜାତ ରାହେଲର ସନ୍ତାନ।
23ଆଉ ଦାନ୍ର ପୁତ୍ର ହୂଶୀମ୍।
24ନପ୍ତାଲିର ପୁତ୍ର ଯହସୀୟେଲ, ଗୂନି, ଯେତ୍ସର ଓ ଶିଲ୍ଲେମ।