26ଆଉ ସେ କହିଲେ, “ଶେମର ପରମେଶ୍ୱର ସଦାପ୍ରଭୁ ଧନ୍ୟ ହେଉନ୍ତୁ; କିଣାନ ଶେମର ଦାସ ହେଉ।
27ପରମେଶ୍ୱର ଯେଫତ୍କୁ ବର୍ଦ୍ଧିଷ୍ଣୁ କରନ୍ତୁ; ପୁଣି, ସେ ଶେମର ତମ୍ବୁରେ ବାସ କରୁ; ଆଉ କିଣାନ ତାହାର ଦାସ ହେଉ।”
28ଜଳପ୍ଳାବନ ଉତ୍ତାରେ ନୋହ ଆଉ ତିନି ଶହ ପଚାଶ ବର୍ଷ ବଞ୍ଚିଲେ।
29ପୁଣି, ନୋହଙ୍କର ବୟସ ସର୍ବସୁଦ୍ଧା ନଅ ଶହ ପଚାଶ ବର୍ଷ ଥିଲା; ତହୁଁ ସେ ମଲେ।