ଆଦି ପୁସ୍ତକ 9

ଏଥିଉତ୍ତାରେ ପରମେଶ୍ୱର ନୋହଙ୍କୁ ଓ ତାଙ୍କର ସଙ୍ଗୀ ପୁତ୍ରମାନଙ୍କୁ କହିଲେ,

Genesis 9:8 (UKJV) And God spoke unto Noah, and to his sons with him, saying,

6ଯେକେହି ମନୁଷ୍ୟର ରକ୍ତପାତ କରିବ, ମନୁଷ୍ୟ ଦ୍ୱାରା ତାହାର ରକ୍ତପାତ କରାଯିବ; ଯେହେତୁ ପରମେଶ୍ୱର ଆପଣା ପ୍ରତିମୂର୍ତ୍ତିରେ ମନୁଷ୍ୟକୁ ନିର୍ମାଣ କରିଅଛନ୍ତି।

7ତୁମ୍ଭେମାନେ ପ୍ରଜାବନ୍ତ ଓ ବହୁବଂଶ ହୁଅ, ଆଉ ପୃଥିବୀକୁ ପରିପୂର୍ଣ୍ଣ କରି ବର୍ଦ୍ଧିଷ୍ଣୁ ହୁଅ।”

8ଏଥିଉତ୍ତାରେ ପରମେଶ୍ୱର ନୋହଙ୍କୁ ଓ ତାଙ୍କର ସଙ୍ଗୀ ପୁତ୍ରମାନଙ୍କୁ କହିଲେ,

9“ଦେଖ, ତୁମ୍ଭମାନଙ୍କ ସହିତ ଓ ତୁମ୍ଭମାନଙ୍କ ଭବିଷ୍ୟତ ବଂଶ ସହିତ ଓ ତୁମ୍ଭମାନଙ୍କ ସଙ୍ଗୀ ସମସ୍ତ ଜୀବଜନ୍ତୁ ସହିତ,

10ଅର୍ଥାତ୍‍, ଜାହାଜରୁ ବହିର୍ଗତ ଗ୍ରାମ୍ୟ ଓ ବନ୍ୟ ପଶୁ ଓ ପକ୍ଷୀ ପ୍ରଭୃତି ପୃଥିବୀସ୍ଥ ସମସ୍ତ ପ୍ରାଣୀ ସହିତ ଆମ୍ଭେ ଆପଣା ନିୟମ ସ୍ଥିର କରୁଅଛୁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.