ଏବ୍ରୀ 13

ଆମ୍ଭମାନଙ୍କର ଭ୍ରାତା ତୀମଥି ମୁକ୍ତ ହୋଇ ଯଦି ସେ ଶୀଘ୍ର ଆସନ୍ତି, ତେବେ ତାହାଙ୍କ ସଙ୍ଗରେ ମୁଁ ତୁମ୍ଭମାନଙ୍କ ସହିତ ସାକ୍ଷାତ କରିବାକୁ ଆସିବି।

Hebrews 13:23 (UKJV) Know all of you that our brother Timothy is set at liberty; with whom, if he comes shortly, I will see you.

21ତାହାଙ୍କ ଦୃଷ୍ଟିରେ ଯାହା ସନ୍ତୋଷଜନକ, ତାହା ସେ ଆମ୍ଭମାନଙ୍କ ଅନ୍ତରରେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ସମ୍ପନ୍ନ କରି ତାହାଙ୍କ ଇଚ୍ଛା ସାଧନ କରିବାକୁ ତୁମ୍ଭମାନଙ୍କୁ ପ୍ରତ୍ୟେକ ସତ୍କର୍ମରେ ସିଦ୍ଧ କରନ୍ତୁ। ଯୁଗେ ଯୁଗେ ଗୌରବ ତାହାଙ୍କର। ଆମେନ୍‍।

22ହେ ଭାଇମାନେ, ମୁଁ ତୁମ୍ଭମାନଙ୍କୁ ବିନୟ କରୁଅଛି, ଏହି ଉପଦେଶ ସହ୍ୟ କର, ଯେଣୁ ମୁଁ ସଂକ୍ଷେପରେ ତୁମ୍ଭମାନଙ୍କୁ ଲେଖିଅଛି।

23ଆମ୍ଭମାନଙ୍କର ଭ୍ରାତା ତୀମଥି ମୁକ୍ତ ହୋଇ ଯଦି ସେ ଶୀଘ୍ର ଆସନ୍ତି, ତେବେ ତାହାଙ୍କ ସଙ୍ଗରେ ମୁଁ ତୁମ୍ଭମାନଙ୍କ ସହିତ ସାକ୍ଷାତ କରିବାକୁ ଆସିବି।

24ତୁମ୍ଭମାନଙ୍କର ସମସ୍ତ ନେତା ଓ ସାଧୁସମସ୍ତଙ୍କୁ ନମସ୍କାର ଜଣାଅ। ଯେଉଁମାନେ ଇତାଲିଆ ଦେଶରୁ ଆସିଅଛନ୍ତି, ସେମାନେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।

25ଅନୁଗ୍ରହ ତୁମ୍ଭ ସମସ୍ତଙ୍କ ସହବର୍ତ୍ତୀ ହେଉ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.