20ଶିରୋଭୂଷଣ, ପାଦର ବଳା, କଟିବନ୍ଧନୀ, ଅତରଧାନୀ, କବଚ;
21ମୁଦି, ନଥ;
22ଉତ୍ସବକାଳୀନ ବସ୍ତ୍ର, ଆବରଣୀୟ ବସ୍ତ୍ର, ସାଲ, ଗାଞ୍ଜିଆ;
23ଦର୍ପଣ, ସୂକ୍ଷ୍ମ ବସ୍ତ୍ର, ଶିରୋବନ୍ଧନୀ ଓ ଓଢ଼ଣି କାଢ଼ି ପକାଇବେ।
24ତହିଁରେ ସୁଗନ୍ଧି ଦ୍ରବ୍ୟ ବଦଳରେ ଦୁର୍ଗନ୍ଧ ପୂଜ, କଟିବନ୍ଧନୀର ପରିବର୍ତ୍ତେ ରଜ୍ଜୁ, ସୁନ୍ଦର କେଶବିନ୍ୟାସ ବଦଳରେ କେଶ-ଶୂନ୍ୟତା ଓ ଆବରଣ ବସ୍ତ୍ର ପରିବର୍ତ୍ତେ ଚଟର ପଟୁକା; ସୌନ୍ଦର୍ଯ୍ୟ ବଦଳରେ ପୋଡ଼ାଦାଗ ହେବ।