ଯିଶାଇୟ 3

ତୁମ୍ଭର ପୁରୁଷମାନେ ଖଡ୍ଗାଘାତରେ ଓ ତୁମ୍ଭର ବିକ୍ରମୀଗଣ ଯୁଦ୍ଧରେ ପତିତ ହେବେ।

Isaiah 3:25 (UKJV) Your men shall fall by the sword, and your mighty in the war.

23ଦର୍ପଣ, ସୂକ୍ଷ୍ମ ବସ୍ତ୍ର, ଶିରୋବନ୍ଧନୀ ଓ ଓଢ଼ଣି କାଢ଼ି ପକାଇବେ।

24ତହିଁରେ ସୁଗନ୍ଧି ଦ୍ରବ୍ୟ ବଦଳରେ ଦୁର୍ଗନ୍ଧ ପୂଜ, କଟିବନ୍ଧନୀର ପରିବର୍ତ୍ତେ ରଜ୍ଜୁ, ସୁନ୍ଦର କେଶବିନ୍ୟାସ ବଦଳରେ କେଶ-ଶୂନ୍ୟତା ଓ ଆବରଣ ବସ୍ତ୍ର ପରିବର୍ତ୍ତେ ଚଟର ପଟୁକା; ସୌନ୍ଦର୍ଯ୍ୟ ବଦଳରେ ପୋଡ଼ାଦାଗ ହେବ।

25ତୁମ୍ଭର ପୁରୁଷମାନେ ଖଡ୍ଗାଘାତରେ ଓ ତୁମ୍ଭର ବିକ୍ରମୀଗଣ ଯୁଦ୍ଧରେ ପତିତ ହେବେ।

26ସିୟୋନର ନଗରଦ୍ୱାରସକଳ ଶୋକ ଓ ବିଳାପ କରିବେ ଓ ସେ ଅକିଞ୍ଚନା ହୋଇ ଭୂମିରେ ବସିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.