ଯିଶାଇୟ 31

ପୁଣି, ତ୍ରାସପ୍ରଯୁକ୍ତ ତାହାର ଶୈଳ ଅନ୍ତର୍ହିତ ହେବ ଓ ତାହାର ଅଧିପତିମାନେ ଧ୍ୱଜା ଦେଖି ଉଦ୍‍ବିଗ୍ନ ହେବେ,” ସିୟୋନରେ ଯାହାଙ୍କର ଅଗ୍ନି ଓ ଯିରୂଶାଲମରେ ଯାହାଙ୍କର ଅଗ୍ନିକୁଣ୍ଡ ଅଛି, ସେହି ସଦାପ୍ରଭୁ ଏହି କଥା କହନ୍ତି।

Isaiah 31:9 (UKJV) And he shall pass over to his strong hold for fear, and his princes shall be afraid of the explicit sign, says the LORD, whose fire is in Zion, and his furnace in Jerusalem.

7କାରଣ ସେହି ଦିନରେ ତୁମ୍ଭମାନଙ୍କର ପ୍ରତ୍ୟେକ ଜଣ ଆପଣା ଆପଣା ହସ୍ତନିର୍ମିତ ରୌପ୍ୟପ୍ରତିମା ଓ ସ୍ୱର୍ଣ୍ଣ-ପ୍ରତିମାରୂପ ପାପବସ୍ତୁ ପକାଇ ଦେବ।

8“ସେହି ସମୟରେ ଅଶୂରୀୟ ଖଡ୍ଗରେ ପତିତ ହେବ, ମାତ୍ର ମନୁଷ୍ୟର ଖଡ୍ଗରେ ନୁହେଁ; ପୁଣି ଖଡ୍ଗ ତାହାକୁ ଗ୍ରାସ କରିବ, ମାତ୍ର ମନୁଷ୍ୟର ଖଡ୍ଗ ନୁହେଁ; ଆଉ, ସେ ଖଡ୍ଗ ସମ୍ମୁଖରୁ ପଳାଇବ ଓ ତାହାର ଯୁବକମାନେ ପରାଧୀନ ହେବେ।

9ପୁଣି, ତ୍ରାସପ୍ରଯୁକ୍ତ ତାହାର ଶୈଳ ଅନ୍ତର୍ହିତ ହେବ ଓ ତାହାର ଅଧିପତିମାନେ ଧ୍ୱଜା ଦେଖି ଉଦ୍‍ବିଗ୍ନ ହେବେ,” ସିୟୋନରେ ଯାହାଙ୍କର ଅଗ୍ନି ଓ ଯିରୂଶାଲମରେ ଯାହାଙ୍କର ଅଗ୍ନିକୁଣ୍ଡ ଅଛି, ସେହି ସଦାପ୍ରଭୁ ଏହି କଥା କହନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.