ଯିଶାଇୟ 33

ଆପେ ଲୁଟିତ ନୋହିଲେ ହେଁ ଲୁଟୁଅଛ ଯେ ତୁମ୍ଭେ; ପୁଣି, ଲୋକମାନେ ତୁମ୍ଭ ପ୍ରତି ବିଶ୍ୱାସଘାତକତା ନ କଲେ ହେଁ ବିଶ୍ୱାସଘାତକତା କରୁଅଛ ଯେ ତୁମ୍ଭେ, ତୁମ୍ଭେ ସନ୍ତାପର ପାତ୍ର! ତୁମ୍ଭେ ଲୁଟିବାର ସମାପ୍ତ କଲା ଉତ୍ତାରେ ଲୁଟିତ ହେବ ଓ ବିଶ୍ୱାସଘାତକତା କରିବାର ସମାପ୍ତ କଲା ଉତ୍ତାରେ ଲୋକମାନେ ତୁମ୍ଭ ପ୍ରତି ବିଶ୍ୱାସଘାତକତା କରିବେ।

Isaiah 33:1 (UKJV) Woe to you that spoil, and you were not spoiled; and deal treacherously, and they dealt not treacherously with you! when you shall cease to spoil, you shall be spoiled; and when you shall make an end to deal treacherously, they shall deal treacherously with you.

1ଆପେ ଲୁଟିତ ନୋହିଲେ ହେଁ ଲୁଟୁଅଛ ଯେ ତୁମ୍ଭେ; ପୁଣି, ଲୋକମାନେ ତୁମ୍ଭ ପ୍ରତି ବିଶ୍ୱାସଘାତକତା ନ କଲେ ହେଁ ବିଶ୍ୱାସଘାତକତା କରୁଅଛ ଯେ ତୁମ୍ଭେ, ତୁମ୍ଭେ ସନ୍ତାପର ପାତ୍ର! ତୁମ୍ଭେ ଲୁଟିବାର ସମାପ୍ତ କଲା ଉତ୍ତାରେ ଲୁଟିତ ହେବ ଓ ବିଶ୍ୱାସଘାତକତା କରିବାର ସମାପ୍ତ କଲା ଉତ୍ତାରେ ଲୋକମାନେ ତୁମ୍ଭ ପ୍ରତି ବିଶ୍ୱାସଘାତକତା କରିବେ।

2ହେ ସଦାପ୍ରଭୋ, ଆମ୍ଭମାନଙ୍କ ପ୍ରତି କୃପା କର; ଆମ୍ଭେମାନେ ତୁମ୍ଭର ଅପେକ୍ଷା କରିଅଛୁ; ତୁମ୍ଭେ ପ୍ରତି ପ୍ରଭାତ ସେମାନଙ୍କର ବାହୁ ସ୍ୱରୂପ ହୁଅ, ସଙ୍କଟ ସମୟରେ ମଧ୍ୟ ଆମ୍ଭମାନଙ୍କର ଉଦ୍ଧାର ସ୍ୱରୂପ ହୁଅ।

3କୋଳାହଳର ଶବ୍ଦରେ ଗୋଷ୍ଠୀୟମାନେ ପଳାୟନ କଲେ, ତୁମ୍ଭେ ଉଠନ୍ତେ, ଅନ୍ୟ ଦେଶୀୟମାନେ ଛିନ୍ନଭିନ୍ନ ହେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.