ଯିରିମୀୟ 49

ପୁଣି, ଆମ୍ଭେ ଦମ୍ମେଶକର ପ୍ରାଚୀରରେ ଅଗ୍ନି ଲଗାଇବା, ତହିଁରେ ତାହା ବିନ୍‍ହଦଦ୍‍ର ଅଟ୍ଟାଳିକାସବୁ ଗ୍ରାସ କରିବ।”

Jeremiah 49:27 (UKJV) And I will kindle a fire in the wall of Damascus, and it shall consume the palaces of Benhadad.

25ଏହି ପ୍ରଶଂସିତ ନଗର ଓ ଆମ୍ଭର ଆନନ୍ଦଜନକ ନଗର କାହିଁକି ପରିତ୍ୟକ୍ତ ହୋଇ ନାହିଁ?

26ଏହେତୁ ସଦାପ୍ରଭୁ କହନ୍ତି, ସେଦିନରେ ତାହାର ଯୁବକଗଣ ତାହାର ରାଜଦାଣ୍ଡରେ ପତିତ ହେବେ ଓ ସମସ୍ତ ଯୋଦ୍ଧା ନିସ୍ତବ୍ଧ କରାଯିବେ।

27ପୁଣି, ଆମ୍ଭେ ଦମ୍ମେଶକର ପ୍ରାଚୀରରେ ଅଗ୍ନି ଲଗାଇବା, ତହିଁରେ ତାହା ବିନ୍‍ହଦଦ୍‍ର ଅଟ୍ଟାଳିକାସବୁ ଗ୍ରାସ କରିବ।”

28“ବାବିଲର ରାଜା ନବୂଖଦ୍‍ନିତ୍ସର ଦ୍ୱାରା ପରାଜିତ କେଦାରର ଓ ହାସୋର ରାଜ୍ୟସମୂହର ବିଷୟ। ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଉଠି କେଦାରକୁ ଯାଅ ଓ ପୂର୍ବଦେଶୀୟ ସନ୍ତାନଗଣର ସର୍ବସ୍ୱ ହରଣ କର।

29ଲୋକମାନେ ସେମାନଙ୍କର ତମ୍ବୁ ଓ ପଶୁପଲସବୁ ନେଇଯିବେ; ସେମାନଙ୍କର ଯବନିକା ଓ ସେମାନଙ୍କର ଯାବତୀୟ ପାତ୍ର ଓ ଓଟଗଣକୁ ସେମାନେ ଆପଣାମାନଙ୍କ ନିମନ୍ତେ ନେଇଯିବେ, ଆଉ ‘ଚତୁର୍ଦ୍ଦିଗରେ ଆଶଙ୍କା’ ବୋଲି ଉଚ୍ଚସ୍ୱରରେ ସେମାନଙ୍କୁ କହିବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.