28ସେସମସ୍ତେ ଦାରୁଣ ଅବାଧ୍ୟ, ଚାରିଆଡ଼େ ନିନ୍ଦା ଘେନି ବୁଲନ୍ତି; ସେମାନେ ପିତ୍ତଳ ଓ ଲୁହା ପରି; ସେସମସ୍ତେ ଭ୍ରଷ୍ଟାଚାରୀ।
29ଭାଟି ପ୍ରଚଣ୍ଡ ରୂପେ ତାତୁଛି; ସୀସା ଅଗ୍ନିରେ କ୍ଷୟ ପାଇଅଛି; ସେମାନେ ବୃଥାରେ ଖାଦ ବାହାର କରିବା କାର୍ଯ୍ୟରେ ଲାଗିଅଛନ୍ତି; କାରଣ ଦୁଷ୍ଟମାନେ ଉତ୍ପାଟିତ ହେଉ ନାହାନ୍ତି।
30ସଦାପ୍ରଭୁ ସେମାନଙ୍କୁ ଅଗ୍ରାହ୍ୟ କରିଅଛନ୍ତି, ଏଣୁ ଲୋକେ ସେମାନଙ୍କୁ ଅଗ୍ରାହ୍ୟ ରୂପା ବୋଲି କହିବେ।”