ଆୟୁବ 11

ଯଦି ପରମେଶ୍ୱର ଚାଲିଯାʼନ୍ତି ଓ ବନ୍ଦ କରନ୍ତି ଓ ବିଚାର ସଭାକୁ ଡାକନ୍ତି, ତେବେ କିଏ ତାହାଙ୍କୁ ବାରଣ କରିପାରେ?

Job 11:10 (UKJV) If he cut off, and shut up, or gather together, then who can hinder him?

8ତାହା ଆକାଶ ତୁଲ୍ୟ ଉଚ୍ଚ; ତୁମ୍ଭେ କଅଣ କରିପାର? ପାତାଳଠାରୁ ଗଭୀର; ତୁମ୍ଭେ କଅଣ ଜାଣିପାର?

9ତହିଁର ପରିମାଣ ପୃଥିବୀ ଅପେକ୍ଷା ଦୀର୍ଘ ଓ ସମୁଦ୍ର ଅପେକ୍ଷା ପ୍ରଶସ୍ତ।

10ଯଦି ପରମେଶ୍ୱର ଚାଲିଯାʼନ୍ତି ଓ ବନ୍ଦ କରନ୍ତି ଓ ବିଚାର ସଭାକୁ ଡାକନ୍ତି, ତେବେ କିଏ ତାହାଙ୍କୁ ବାରଣ କରିପାରେ?

11କାରଣ ସେ ଅସାର ଲୋକଙ୍କୁ ଜାଣନ୍ତି; ସେ ଆଲୋଚନା ନ କରି ହିଁ ଅଧର୍ମ ଦେଖନ୍ତି।

12ଜଣେ ଅସାର ମନୁଷ୍ୟ ବୁଦ୍ଧିବାନ ହୋଇ ପାରିବ, କିନ୍ତୁ ଯେବେ ବନ୍ୟ ଗର୍ଦ୍ଦଭଶାବକ ମନୁଷ୍ୟକୁ ଜାତ କରିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.