ଆୟୁବ 12

ସେ ଗୋଷ୍ଠୀୟମାନଙ୍କୁ ବୃଦ୍ଧି କରନ୍ତି ଓ ସେମାନଙ୍କୁ ବିନାଶ କରନ୍ତି; ସେ ଗୋଷ୍ଠୀୟମାନଙ୍କୁ ବାହାରେ ବିସ୍ତୀର୍ଣ୍ଣ କରନ୍ତି ଓ ସେମାନଙ୍କୁ ଭିତରେ ଆଣନ୍ତି।

Job 12:23 (UKJV) He increases the nations, and destroys them: he enlarges the nations, and straitens them again.

21ସେ ଅଧିକାରୀମାନଙ୍କ ଉପରେ ତୁଚ୍ଛତା ଢାଳନ୍ତି; ଓ ବଳବାନର ପଟୁକା ଫିଟାଇ ପକାନ୍ତି।

22ସେ ଅନ୍ଧକାରରୁ ନିଗୂଢ଼ ବିଷୟ ପ୍ରକାଶ କରନ୍ତି ଓ ମୃତ୍ୟୁୁଚ୍ଛାୟାକୁ ଆଲୁଅକୁ ଆଣନ୍ତି।

23ସେ ଗୋଷ୍ଠୀୟମାନଙ୍କୁ ବୃଦ୍ଧି କରନ୍ତି ଓ ସେମାନଙ୍କୁ ବିନାଶ କରନ୍ତି; ସେ ଗୋଷ୍ଠୀୟମାନଙ୍କୁ ବାହାରେ ବିସ୍ତୀର୍ଣ୍ଣ କରନ୍ତି ଓ ସେମାନଙ୍କୁ ଭିତରେ ଆଣନ୍ତି।

24ସେ ପୃଥିବୀସ୍ଥ ଲୋକମାନଙ୍କ ପ୍ରଧାନବର୍ଗର ହୃଦୟ ହରଣ କରନ୍ତି ଓ ସେ ସେମାନଙ୍କୁ ପଥହୀନ ମରୁଭୂମିରେ ଭ୍ରମଣ କରାନ୍ତି।

25ସେମାନେ ଆଲୁଅରହିତ ହୋଇ ଅନ୍ଧକାରରେ ଦରାଣ୍ଡି ହୁଅନ୍ତି, ସେ ସେମାନଙ୍କୁ ମତ୍ତ ଲୋକ ପରି ଟଳମଳ କରାନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.