ଆୟୁବ 14

ମାତ୍ର ତାହାର ନିଜ ମାଂସ ବ୍ୟଥା ଭୋଗ କରେ ଓ ତାହାର ପ୍ରାଣ ଅନ୍ତରେ ବ୍ୟାକୁଳ ହୁଏ।”

Job 14:22 (UKJV) But his flesh upon him shall have pain, and his soul within him shall mourn.

20ତୁମ୍ଭେ ସଦାକାଳ ତାହା ଉପରେ ଜୟଯୁକ୍ତ ହେଉଅଛ, ତେଣୁ ସେ ଚାଲିଯାଏ; ତୁମ୍ଭେ ତାହାର ମୁଖ ପରିବର୍ତ୍ତନ କରି ତାହାକୁ ଦୂର କରି ଦେଉଅଛ।

21ତାହାର ସନ୍ତାନଗଣ ସମ୍ଭ୍ରମ ପ୍ରାପ୍ତ ହେଲେ, ସେ ତାହା ଜାଣେ ନାହିଁ; ପୁଣି, ସେମାନେ ଅବନତ ହେଲେ, ସେ ସେମାନଙ୍କ ବିଷୟ ବୋଧ ପାଏ ନାହିଁ।

22ମାତ୍ର ତାହାର ନିଜ ମାଂସ ବ୍ୟଥା ଭୋଗ କରେ ଓ ତାହାର ପ୍ରାଣ ଅନ୍ତରେ ବ୍ୟାକୁଳ ହୁଏ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.