ଆୟୁବ 15

ମନୁଷ୍ୟ କିଏ ଯେ, ସେ ଶୁଚି ହୋଇପାରେ? ଓ ସ୍ତ୍ରୀଜାତ ମନୁଷ୍ୟ କିଏ ଯେ, ସେ ଧାର୍ମିକ ହୋଇପାରେ?

Job 15:14 (UKJV) What is man, that he should be clean? and he which is born of a woman, that he should be righteous?

12ତୁମ୍ଭ ମନ ତୁମ୍ଭକୁ କାହିଁକି ବିପଥରେ ନେଇଯାଏ? ଓ ତୁମ୍ଭର ଚକ୍ଷୁ କାହିଁକି ମଟ୍‍ମଟ୍‍ କରେ

13ଯେ, ତୁମ୍ଭେ ପରମେଶ୍ୱରଙ୍କ ବିରୁଦ୍ଧରେ ଆପଣା ଆତ୍ମାକୁ ଉଠାଉଅଛ ଓ ଆପଣା ମୁଖରୁ ଏପରି କଥା ବାହାରିବାକୁ ଦେଉଅଛ?

14ମନୁଷ୍ୟ କିଏ ଯେ, ସେ ଶୁଚି ହୋଇପାରେ? ଓ ସ୍ତ୍ରୀଜାତ ମନୁଷ୍ୟ କିଏ ଯେ, ସେ ଧାର୍ମିକ ହୋଇପାରେ?

15ଦେଖ, ସେ ଆପଣା ପବିତ୍ରଗଣଠାରେ ବିଶ୍ୱାସ କରନ୍ତି ନାହିଁ; ଆହୁରି, ତାହାଙ୍କ ଦୃଷ୍ଟିରେ ଆକାଶମଣ୍ଡଳ ନିର୍ମଳ ନୁହେଁ।

16ତେବେ ଘୃଣାର୍ହ ଓ ଭ୍ରଷ୍ଟ, ଅଧର୍ମକୁ ଜଳ ପରି ପାନକାରୀ ଯେ ମନୁଷ୍ୟ, ସେ କେଡ଼େ ନ୍ୟୂନ!

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.