ଆୟୁବ 15

ତାହାର କର୍ଣ୍ଣରେ ତ୍ରାସଜନକ ଶବ୍ଦ ଥାଏ, ସୌଭାଗ୍ୟ ସମୟରେ ଲୁଣ୍ଠନକାରୀ ତାହାକୁ ଆକ୍ରମଣ କରିବ;

Job 15:21 (UKJV) A dreadful sound is in his ears: in prosperity the destroyer shall come upon him.

19କେବଳ ସେମାନଙ୍କୁ ଦେଶ ଦତ୍ତ ହୋଇଥିଲା ଓ କୌଣସି ବିଦେଶୀ ସେମାନଙ୍କ ମଧ୍ୟରେ ଗତାୟାତ କଲା ନାହିଁ;

20ଦୁଷ୍ଟ ଲୋକ ଆପଣାର ଯାବଜ୍ଜୀବନ, ଅର୍ଥାତ୍‍, ଉପଦ୍ରବ ପାଇଁ ନିରୂପିତ ବର୍ଷ ଯାଏ କ୍ଳେଶ ଭୋଗ କରେ।

21ତାହାର କର୍ଣ୍ଣରେ ତ୍ରାସଜନକ ଶବ୍ଦ ଥାଏ, ସୌଭାଗ୍ୟ ସମୟରେ ଲୁଣ୍ଠନକାରୀ ତାହାକୁ ଆକ୍ରମଣ କରିବ;

22ସେ ଅନ୍ଧକାରରୁ ଫେରି ଆସିବ ବୋଲି ବିଶ୍ୱାସ କରେ ନାହିଁ ଓ ସେ ଖଡ୍ଗ ନିମନ୍ତେ ଅପେକ୍ଷିତ;

23ସେ ଖାଦ୍ୟ ନିମନ୍ତେ ବାହାରେ ବୁଲି କହଇ, ତାହା କାହିଁ? ଅନ୍ଧକାରର ଦିନ ତାହାର ସନ୍ନିକଟ ବୋଲି ସେ ଜାଣେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.