ଆୟୁବ 15

ସେ ଶକ୍ତଗ୍ରୀବ ହୋଇ ଆପଣା ଢାଲର ସ୍ଥୂଳ ଅଂଶ ଦେଖାଇ ତାହାଙ୍କ ଉପରକୁ ଦୌଡ଼େ;

Job 15:26 (UKJV) He runs upon him, even on his neck, upon the thick bosses of his bucklers:

24ସଙ୍କଟ ଓ ମନସ୍ତାପ ତାହାକୁ ଭୀତ କରେ; ଯୁଦ୍ଧାର୍ଥେ ସସଜ୍ଜ ରାଜା ତୁଲ୍ୟ ତାହା ତାହାକୁ ପରାସ୍ତ କରେ;

25କାରଣ ସେ ପରମେଶ୍ୱରଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିଅଛି ଓ ସର୍ବଶକ୍ତିମାନଙ୍କ ପ୍ରତିକୂଳରେ ଗର୍ବାଚରଣ କରୁଅଛି;

26ସେ ଶକ୍ତଗ୍ରୀବ ହୋଇ ଆପଣା ଢାଲର ସ୍ଥୂଳ ଅଂଶ ଦେଖାଇ ତାହାଙ୍କ ଉପରକୁ ଦୌଡ଼େ;

27ସେ ଆପଣା ମେଦରେ ଆପଣା ମୁଖ ଆଚ୍ଛାଦନ କଲା ଓ କଟିଦେଶ ହୃଷ୍ଟପୁଷ୍ଟ କଲା;

28ଆଉ, ସେ ଉଜାଡ଼-ନଗରରେ ନିବାସୀରହିତ ଓ ଢିପି ହେବାକୁ ଉଦ୍ୟତ ଗୃହରେ ବାସ କଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.