ଆୟୁବ 15

ଆମ୍ଭମାନଙ୍କୁ ଅଜଣା କେଉଁ କଥା ତୁମ୍ଭେ ଜାଣୁଅଛ? ଆମ୍ଭମାନଙ୍କର ଅବୁଝା କେଉଁ କଥା ତୁମ୍ଭେ ବୁଝୁଅଛ?

Job 15:9 (UKJV) What know you, that we know not? what understand you, which is not in us?

7ମନୁଷ୍ୟମାନଙ୍କ ମଧ୍ୟରେ ତୁମ୍ଭେ କʼଣ ପ୍ରଥମଜାତ? ଅବା ପର୍ବତଗଣ ପୂର୍ବରୁ ତୁମ୍ଭେ କʼଣ ଉତ୍ପନ୍ନ ହୋଇଥିଲ?

8ତୁମ୍ଭେ କʼଣ ପରମେଶ୍ୱରଙ୍କର ଗୁପ୍ତ ମନ୍ତ୍ରଣା ଶୁଣିଅଛ? ଓ ତୁମ୍ଭେ କʼଣ ଜ୍ଞାନ ଆତ୍ମସାତ୍‍ କରୁଅଛ?

9ଆମ୍ଭମାନଙ୍କୁ ଅଜଣା କେଉଁ କଥା ତୁମ୍ଭେ ଜାଣୁଅଛ? ଆମ୍ଭମାନଙ୍କର ଅବୁଝା କେଉଁ କଥା ତୁମ୍ଭେ ବୁଝୁଅଛ?

10ପକ୍ୱକେଶ ବିଶିଷ୍ଟ ଓ ତୁମ୍ଭ ପିତା ଅପେକ୍ଷା ପ୍ରାଚୀନ ଅତି ବୃଦ୍ଧ ଲୋକେ ଆମ୍ଭମାନଙ୍କ ମଧ୍ୟରେ ଅଛନ୍ତି।

11ପରମେଶ୍ୱରଙ୍କ ସାନ୍ତ୍ୱନା-ବାକ୍ୟ ତୁମ୍ଭ ପ୍ରତି କି କ୍ଷୁଦ୍ର ବିଷୟ ଓ ତୁମ୍ଭ ସହିତ କୋମଳ ଆଳାପ କି ତଦ୍ରୂପ?

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.