ଆୟୁବ 17

ଯଦି ମୁଁ ପାତାଳକୁ ଆପଣାର ଗୃହ ବୋଲି ଅନାଏ; ଯଦି ମୁଁ ଅନ୍ଧକାରରେ ଆପଣା ଶଯ୍ୟା ବିଛାଇଅଛି;

Job 17:13 (UKJV) If I wait, the grave is mine house: I have made my bed in the darkness.

11ମୋହର ବଞ୍ଚିବାର ଦିନସବୁ ଅତୀତ ହେଲା, ମୋହର ଅଭିପ୍ରାୟ, ଅର୍ଥାତ୍‍, ମୋର ମନର ସଂକଳ୍ପସବୁ ନିଷ୍ଫଳ ହେଲା।

12ସେମାନେ ରାତ୍ରିକୁ ଦିନ କରନ୍ତି; ସେମାନେ ଆଲୁଅକୁ ଅନ୍ଧକାରର ସନ୍ନିକଟ ବୋଲି କହନ୍ତି।

13ଯଦି ମୁଁ ପାତାଳକୁ ଆପଣାର ଗୃହ ବୋଲି ଅନାଏ; ଯଦି ମୁଁ ଅନ୍ଧକାରରେ ଆପଣା ଶଯ୍ୟା ବିଛାଇଅଛି;

14ଯଦି ମୁଁ କ୍ଷୟକୁ କହିଅଛି, ‘ତୁମ୍ଭେ ମୋହର ପିତା;’ କୀଟକୁ କହିଅଛି, ‘ତୁମ୍ଭେ ମୋହର ମାତା’ ଓ ‘ଭଗିନୀ;’

15ତେବେ ମୋହର ଭରସା କାହିଁ? ଓ ମୋହର ଭରସା କିଏ ଦେଖିବ?

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.