27ମୁଁ ତାହାଙ୍କୁ ଆପଣାର ସପକ୍ଷ ଦେଖିବି, ମୋହର ଚକ୍ଷୁ ତାହାଙ୍କୁ ଦେଖିବ, ଅନ୍ୟ ନୁହେଁ। ବକ୍ଷ ମଧ୍ୟରେ ମୋହର ହୃଦୟ କ୍ଷୀଣ ହେଉଅଛି।
28ମୋʼ ଠାରେ ମୂଳକଥା ଦେଖାଯିବାରୁ ଯଦି ତୁମ୍ଭେମାନେ କୁହ, ଆମ୍ଭେମାନେ କିପରି ତାହାକୁ ତାଡ଼ନା କରିବା?
29ତେବେ ତୁମ୍ଭେମାନେ ଖଡ୍ଗ ବିଷୟରେ ଭୀତ ହୁଅ; କାରଣ କୋପ ଖଡ୍ଗରୂପ ଶାସ୍ତି ଆଣିବ; ତହିଁରେ ବିଚାର ଯେ ଅଛି, ତାହା ତୁମ୍ଭେମାନେ ଜାଣି ପାରିବ।”