ଆୟୁବ 20

ଯଦ୍ୟପି ସେ ତାହା ଯାକି ରଖି ନ ଛାଡ଼େ, ମାତ୍ର ଆପଣା ମୁଖ ମଧ୍ୟରେ ରଖିଥାଏ;

Job 20:13 (UKJV) Though he spare it, and forsake it not; but keep it still within his mouth:

11ତାହାର ଅସ୍ଥି ତାହାର ଯୌବନରେ ପରିପୂର୍ଣ୍ଣ, ମାତ୍ର ତାହା ତାହା ସଙ୍ଗେ ଧୂଳିରେ ଶୟନ କରିବ।

12ଯଦ୍ୟପି ଦୁଷ୍ଟତା ତାହାର ମୁଖକୁ ସୁମିଷ୍ଟ ଲାଗେ, ଯଦ୍ୟପି ସେ ଆପଣା ଜିହ୍ୱା ତଳେ ତାହା ଲୁଚାଇ ରଖେ;

13ଯଦ୍ୟପି ସେ ତାହା ଯାକି ରଖି ନ ଛାଡ଼େ, ମାତ୍ର ଆପଣା ମୁଖ ମଧ୍ୟରେ ରଖିଥାଏ;

14ତଥାପି ତାହାର ଆହାର ଉଦରରେ ବିକୃତ ହୁଏ, ତାହା ତାହାର ଅନ୍ତରରେ କାଳସର୍ପର ଗରଳ ସ୍ୱରୂପ।

15ସେ ଧନ ଗ୍ରାସ କରିଅଛି ଓ ସେ ପୁନର୍ବାର ତାହା ଉଦ୍ଗାର କରିବ; ପରମେଶ୍ୱର ତାହାର ଉଦରରୁ ତାହାସବୁ ଦୂର କରିବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.