ଆୟୁବ 27

କାରଣ ପରମେଶ୍ୱର ଦୟା ନ କରି ତାହା ପ୍ରତି ତୀର ନିକ୍ଷେପ କରିବେ; ସେ ତାହାଙ୍କ ହସ୍ତରୁ ପଳାଇବାକୁ ଇଚ୍ଛା କରିବ।

Job 27:22 (UKJV) For God shall cast upon him, and not spare: he would fain flee out of his hand.

20ଜଳରାଶି ପରି ତାହାକୁ ଭୟ ଆକ୍ରମଣ କରେ; ରାତ୍ରିରେ ତୋଫାନ ତାହାକୁ ଅପହରଣ କରିନିଏ।

21ପୂର୍ବୀୟ ବାୟୁ ତାହାକୁ ଉଡ଼ାଇ ନିଏ ଓ ସେ ଚାଲିଯାଏ ଓ ସେ ତାହାକୁ ସ୍ୱ ସ୍ଥାନରୁ ଝାଡ଼ି ନିଏ।

22କାରଣ ପରମେଶ୍ୱର ଦୟା ନ କରି ତାହା ପ୍ରତି ତୀର ନିକ୍ଷେପ କରିବେ; ସେ ତାହାଙ୍କ ହସ୍ତରୁ ପଳାଇବାକୁ ଇଚ୍ଛା କରିବ।

23ଲୋକମାନେ ତାହା ପ୍ରତି ହାତତାଳି ମାରିବେ ଓ ଶୀଷ୍‍ ମାରି ତାହାକୁ ସ୍ୱ ସ୍ଥାନରୁ ଦୂର କରିବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.