ଆୟୁବ 3

ସେମାନେ କବର ପାଇ ପାରିଲେ ଆହ୍ଲାଦ କରନ୍ତି, ମହାନନ୍ଦରେ ଉଲ୍ଲସିତ ହୁଅନ୍ତି?

Job 3:22 (UKJV) Which rejoice exceedingly, and are glad, when they can find the grave?

20ଦୁଃଖଗ୍ରସ୍ତ ଲୋକକୁ କାହିଁକି ଦୀପ୍ତି ଦିଆଯାଏ ଓ ତିକ୍ତପ୍ରାଣକୁ କାହିଁକି ଜୀବନ ଦିଆଯାଏ;

21ସେମାନେ ମରଣ ଇଚ୍ଛା କରନ୍ତି, ମାତ୍ର ତାହା ଆସେ ନାହିଁ; ସେମାନେ ପୋତା-ଧନ ଅପେକ୍ଷା ତହିଁ ପାଇଁ ଅଧିକ ଖୋଳନ୍ତି;

22ସେମାନେ କବର ପାଇ ପାରିଲେ ଆହ୍ଲାଦ କରନ୍ତି, ମହାନନ୍ଦରେ ଉଲ୍ଲସିତ ହୁଅନ୍ତି?

23ଯାହାର ପଥ ଗୁପ୍ତ ଓ ଯାହାର ଚତୁର୍ଦ୍ଦିଗରେ ପରମେଶ୍ୱର ବାଡ଼ ଦେଇଅଛନ୍ତି, ଏପରି ଲୋକକୁ କାହିଁକି ଦୀପ୍ତି ଦିଆଯାଏ?

24କାରଣ ମୁଁ ଭୋଜନ କରିବା ପୂର୍ବେ ମୋହର ହାହାକାର ଆସେ, ମୋହର ଗର୍ଜ୍ଜନ ଜଳ ତୁଲ୍ୟ ଢଳାଯାଏ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.