24କାରଣ ମୁଁ ଭୋଜନ କରିବା ପୂର୍ବେ ମୋହର ହାହାକାର ଆସେ, ମୋହର ଗର୍ଜ୍ଜନ ଜଳ ତୁଲ୍ୟ ଢଳାଯାଏ।
25ଯେଣୁ ମୁଁ ଯାହା ଭୟ କରେ, ତାହା ହିଁ ମୋʼ ପ୍ରତି ଘଟେ, ଆଉ ମୁଁ ଯହିଁ ବିଷୟରେ ଭୀତ, ତାହା ହିଁ ମୋʼ ନିକଟରେ ଉପସ୍ଥିତ ହୁଏ।
26ମୁଁ ଆରାମରେ କି ଶାନ୍ତିରେ ନାହିଁ, କିଅବା ମୋହର ବିଶ୍ରାମ ନାହିଁ; କେବଳ କ୍ଳେଶ ଘଟୁଅଛି।”