ଆୟୁବ 30

ତେଣୁ ମୋହର ବୀଣା ଶୋକରେ ଓ ମୋହର ବଂଶୀ କ୍ରନ୍ଦନକାରୀମାନଙ୍କ ସ୍ୱରରେ ପରିଣତ ହୋଇଅଛି।

Job 30:31 (UKJV) My harp also is turned to mourning, and my organ into the voice of them that weep.

29ମୁଁ ଶୃଗାଳମାନଙ୍କର ଭାଇ ଓ ଉଷ୍ଟ୍ରପକ୍ଷୀଙ୍କର ସଙ୍ଗୀ ହୋଇଅଛି।

30ମୋହର ଚର୍ମ କୃଷ୍ଣବର୍ଣ୍ଣ ହୋଇ ମୋʼ ଠାରୁ ଝଡ଼ି ପଡ଼ୁଅଛି ଓ ମୋʼ ଅସ୍ଥିସବୁ ଉତ୍ତାପରେ ଦଗ୍ଧ ହେଉଅଛି।

31ତେଣୁ ମୋହର ବୀଣା ଶୋକରେ ଓ ମୋହର ବଂଶୀ କ୍ରନ୍ଦନକାରୀମାନଙ୍କ ସ୍ୱରରେ ପରିଣତ ହୋଇଅଛି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.