ଆୟୁବ 33

ଏବେ ଦେଖ, ମୁଁ ଆପଣା ମୁଖ ଫିଟାଉଅଛି, ମୋʼ ଜିହ୍ୱା ମୋʼ ମୁଖ ଭିତରେ କଥା କହିଅଛି।

Job 33:2 (UKJV) Behold, now I have opened my mouth, my tongue has spoken in my mouth.

1ଯାହାହେଉ, ବିନୟ କରୁଅଛି, ହେ ଆୟୁବ, ମୋʼ କଥା ଶୁଣ ଓ ମୋହର ସମସ୍ତ ବାକ୍ୟରେ କର୍ଣ୍ଣପାତ କର।

2ଏବେ ଦେଖ, ମୁଁ ଆପଣା ମୁଖ ଫିଟାଉଅଛି, ମୋʼ ଜିହ୍ୱା ମୋʼ ମୁଖ ଭିତରେ କଥା କହିଅଛି।

3ମୋʼ ବାକ୍ୟ ମୋʼ ଅନ୍ତଃକରଣର ସରଳତା ପ୍ରକାଶ କରିବ ଓ ମୋହର ଓଷ୍ଠାଧର ଯାହା ଜାଣେ, ତାହା ସରଳ ଭାବରେ କହିବ।

4ପରମେଶ୍ୱରଙ୍କ ଆତ୍ମା ମୋତେ ସୃଷ୍ଟି କରିଅଛନ୍ତି ଓ ସର୍ବଶକ୍ତିମାନଙ୍କ ନିଶ୍ୱାସ ମୋତେ ଜୀବନ ଦିଅନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.