ଆୟୁବ 37

ଏଥିରେ ମଧ୍ୟ ମୋହର ହୃଦୟ କମ୍ପମାନ ହେଉଅଛି ଓ ସ୍ୱ ସ୍ଥାନରୁ ଅନ୍ତରିତ ହେଉଅଛି।

Job 37:1 (UKJV) At this also my heart trembles, and is moved out of his place.

1ଏଥିରେ ମଧ୍ୟ ମୋହର ହୃଦୟ କମ୍ପମାନ ହେଉଅଛି ଓ ସ୍ୱ ସ୍ଥାନରୁ ଅନ୍ତରିତ ହେଉଅଛି।

2ତୁମ୍ଭେମାନେ ପରମେଶ୍ୱରଙ୍କ ରବର ଶବ୍ଦ ଓ ତାହାଙ୍କ ମୁଖନିର୍ଗତ ସ୍ୱର ଶୁଣ।

3ସେ ତାହା ସମୁଦାୟ ଆକାଶର ଅଧଃସ୍ଥାନକୁ ଓ ଆପଣା ବିଜୁଳିକୁ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ପ୍ରେରଣ କରନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.