22ତୁମ୍ଭେ ହିମ ଭଣ୍ଡାରରେ ପ୍ରବେଶ କରିଅଛ? ଅବା ଆମ୍ଭେ ସଙ୍କଟ କାଳ ଓ ସଂଗ୍ରାମ ଓ ଯୁଦ୍ଧ ଦିନ ନିମନ୍ତେ ଯେଉଁ ଶିଳାବୃଷ୍ଟି ସଞ୍ଚୟ କରିଅଛୁ,
23ତହିଁର ଭଣ୍ଡାର କି ତୁମ୍ଭେ ଦେଖିଅଛ?
24କେଉଁ ପଥରେ ଦୀପ୍ତି ବିଭକ୍ତ ହୁଏ, ଅବା ପୂର୍ବୀୟ ବାୟୁ ପୃଥିବୀରେ ବ୍ୟାପ୍ତ ହୁଏ?
25ଜଳପ୍ଳାବନ ନିମନ୍ତେ ପ୍ରଣାଳୀ ଓ ମେଘଗର୍ଜ୍ଜନର ବିଜୁଳି ନିମନ୍ତେ ପଥ କାଟି
26କିଏ ପୃଥିବୀର ନିର୍ଜନ ସ୍ଥାନରେ ଓ ନରଶୂନ୍ୟ ପ୍ରାନ୍ତରରେ ବର୍ଷାଇବାକୁ,