39ତୁମ୍ଭେ କି ସିଂହୀ ପାଇଁ ଶିକାର ଖୋଜିବ? ଅବା ଯୁବା ସିଂହମାନେ ଆପଣା ଆପଣା ଗୁହାରେ ଶୟନ କଲା ବେଳେ ଓ ଛକି ବସିବା ପାଇଁ ଗୁପ୍ତ ସ୍ଥାନରେ ଥିବା ବେଳେ
40ତୁମ୍ଭେ କି ସେମାନଙ୍କ କ୍ଷୁଧା ନିବାରଣ କରିପାର?
41ଡାମରା କାଉର ଛୁଆମାନେ ପରମେଶ୍ୱରଙ୍କ ନିକଟରେ ରାବ କରି ଖାଦ୍ୟ ଅଭାବରେ ଭ୍ରମଣ କଲା ବେଳେ କିଏ ତାହାକୁ ଆହାର ଯୋଗାଇ ଦିଏ?