27ଉତ୍କ୍ରୋଶ ପକ୍ଷୀ ତୁମ୍ଭ ଆଜ୍ଞାରେ କି ଉପରକୁ ଉଠେ ଓ ଊର୍ଦ୍ଧ୍ୱରେ ଆପଣା ବସା କରେ?
28ସେ ଶୈଳରେ ବାସ କରେ, ସେଠାରେ ତାହାର ବସା, ସେ ଶୈଳାଗ୍ରରେ ଓ ଦୁର୍ଗମ ସ୍ଥାନରେ ଥାଏ।
29ସେଠାରୁ ସେ ଶିକାର ନିରୀକ୍ଷଣ କରେ; ତାହାର ଚକ୍ଷୁ ଦୂରରୁ ତାହା ଦେଖେ।
30ତାହାର ଛୁଆମାନେ ମଧ୍ୟ ରକ୍ତ ଚୁଷନ୍ତି; ଯେଉଁଠାରେ ହତ ଲୋକ, ସେହିଠାରେ ସେ ଥାଏ।”