ଆୟୁବ 39

ପର୍ବତଶ୍ରେଣୀ ତାହାର ଚରାସ୍ଥାନ ଓ ସେ ସର୍ବପ୍ରକାର ସତେଜ ତୃଣାଦି ଅନ୍ଵେଷଣ କରେ।

Job 39:8 (UKJV) The range of the mountains is his pasture, and he searches after every green thing.

6ଆମ୍ଭେ ବନକୁ ତାହାର ଗୃହ ଓ ଲବଣ ଭୂମିକୁ ତାହାର ନିବାସ ସ୍ଥାନ କରିଅଛୁ।

7ସେ ନଗରର ଚହଳ ତୁଚ୍ଛ କରେ, କିଅବା ଅଡ଼ାଇବା ଲୋକର ଉଚ୍ଚ ଶବ୍ଦ ଶୁଣେ ନାହିଁ।

8ପର୍ବତଶ୍ରେଣୀ ତାହାର ଚରାସ୍ଥାନ ଓ ସେ ସର୍ବପ୍ରକାର ସତେଜ ତୃଣାଦି ଅନ୍ଵେଷଣ କରେ।

9ଅରଣା ଷଣ୍ଢ କି ତୁମ୍ଭର ସେବା କରିବାକୁ ସନ୍ତୁଷ୍ଟ ହେବ? ଅବା ସେ କି ତୁମ୍ଭ କୁଣ୍ଡ ପାଖରେ ରହିବ?

10ତୁମ୍ଭେ କି ଅରଣା ଷଣ୍ଢକୁ ତାହାର ବନ୍ଧନରେ ବାନ୍ଧି ଲଙ୍ଗଳଶିଆରରେ ଚଳାଇପାର? ଅବା ସେ କି ତୁମ୍ଭ ପଛେ ପଛେ ଉପତ୍ୟକାରେ ମଇ ଦେବ?

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.