ଆୟୁବ 40

ବହେମୋତକୁ ଦେଖ, ଆମ୍ଭେ ତୁମ୍ଭ ସଙ୍ଗେ ତାହାକୁ ସୃଷ୍ଟି କରିଅଛୁ; ସେ ଗୋରୁ ପରି ତୃଣ ଖାଏ।

Job 40:15 (UKJV) Behold now behemoth, which I made with you; he eats grass as an ox.

13ସେମାନଙ୍କୁ ଏକତ୍ର ଧୂଳିରେ ଲୁଚାଇ ଦିଅ; ଗୁପ୍ତ ସ୍ଥାନରେ ସେମାନଙ୍କ ମୁଖ ବାନ୍ଧି ପକାଅ।

14ତେବେ ତୁମ୍ଭ ଦକ୍ଷିଣ ହସ୍ତ ଯେ ତୁମ୍ଭକୁ ଉଦ୍ଧାର କରିପାରେ, ଆମ୍ଭେ ହିଁ ତୁମ୍ଭ ବିଷୟରେ ଏହା ସ୍ୱୀକାର କରିବା।

15ବହେମୋତକୁ ଦେଖ, ଆମ୍ଭେ ତୁମ୍ଭ ସଙ୍ଗେ ତାହାକୁ ସୃଷ୍ଟି କରିଅଛୁ; ସେ ଗୋରୁ ପରି ତୃଣ ଖାଏ।

16ଦେଖ, ତାହାର କଟିଦେଶରେ ତାହାର ବଳ ଥାଏ ଓ ତାହାର ଉଦରସ୍ଥ ପେଶୀରେ ତାହାର ଶକ୍ତି ଥାଏ।

17ସେ ଏରସ ବୃକ୍ଷ ପରି ଆପଣା ଲାଙ୍ଗୁଳ ହଲାଏ; ତାହାର ଊରୁଦେଶର ଶିରାସବୁ ଏକତ୍ର ସଂଯୁକ୍ତ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.