15ସାରା ଦେଶରେ କୌଣସି ସ୍ତ୍ରୀ ଆୟୁବର କନ୍ୟାମାନଙ୍କ ପରି ରୂପବତୀ ନ ଥିଲେ; ଆଉ, ସେମାନଙ୍କ ପିତା ସେମାନଙ୍କ ଭ୍ରାତୃଗଣ ମଧ୍ୟରେ ସେମାନଙ୍କୁ ଅଧିକାର ଦେଲା।
16ପୁଣି, ଏଥିଉତ୍ତାରେ ଆୟୁବ ଏକ ଶହ ଚାଳିଶ ବର୍ଷ ବଞ୍ଚି ଚାରି ପିଢ଼ି ପର୍ଯ୍ୟନ୍ତ ଆପଣାର ପୁତ୍ରପୌତ୍ରମାନଙ୍କୁ ଦେଖିଲା।
17ଏହିରୂପେ ଆୟୁବ ବୃଦ୍ଧ ଓ ପୂର୍ଣ୍ଣାୟୁ ହୋଇ ପ୍ରାଣତ୍ୟାଗ କଲା।