ଆୟୁବ 9

ପରମେଶ୍ୱର ଆପଣା କ୍ରୋଧ ପ୍ରତ୍ୟାହାର କରିବେ ନାହିଁ; ରାହବର ସହାୟଗଣ ତାହାଙ୍କ ପାଦ ତଳେ ନତ ହୁଅନ୍ତି।

Job 9:13 (UKJV) If God will not withdraw his anger, the proud helpers do stoop under him.

11ଦେଖ, ସେ ମୋʼ ନିକଟରେ ଗମନ କରନ୍ତି, ମାତ୍ର ମୁଁ ତାହାଙ୍କୁ ଦେଖେ ନାହିଁ; ମଧ୍ୟ ସେ ଚାଲିଗଲେ, ମୁଁ ତାହାଙ୍କୁ ଚିହ୍ନେ ନାହିଁ।

12ଦେଖ, ସେ ଶିକାର ଧରିଲେ, କିଏ ତାହାଙ୍କୁ ନିବାରଣ କରିପାରେ? ତୁମ୍ଭେ କଅଣ କରୁଅଛ, ଏହା କିଏ ତାହାଙ୍କୁ କହିବ?

13ପରମେଶ୍ୱର ଆପଣା କ୍ରୋଧ ପ୍ରତ୍ୟାହାର କରିବେ ନାହିଁ; ରାହବର ସହାୟଗଣ ତାହାଙ୍କ ପାଦ ତଳେ ନତ ହୁଅନ୍ତି।

14ତେବେ ମୁଁ ତାହାଙ୍କୁ କେତେ ଅଳ୍ପ ଉତ୍ତର ଦେବି? ଓ ତାହାଙ୍କ ସଙ୍ଗେ ଯୁକ୍ତି କରିବାକୁ ଆପଣା କଥା ବାଛିବି?

15ମୁଁ ଧାର୍ମିକ ହେଲେ ହେଁ ତାହାଙ୍କୁ ଉତ୍ତର ଦିଅନ୍ତି ନାହିଁ; ମୁଁ ଆପଣା ବିପକ୍ଷ ନିକଟରେ ବିନତି କରନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.