ଆୟୁବ 9

କାରଣ ସେ ବତାସରେ ମୋତେ ଭାଙ୍ଗି ପକାନ୍ତି ଓ ଅକାରଣରେ ମୋହର କ୍ଷତ ବୃଦ୍ଧି କରନ୍ତି।

Job 9:17 (UKJV) For he breaks me with a tempest, and multiplies my wounds without cause.

15ମୁଁ ଧାର୍ମିକ ହେଲେ ହେଁ ତାହାଙ୍କୁ ଉତ୍ତର ଦିଅନ୍ତି ନାହିଁ; ମୁଁ ଆପଣା ବିପକ୍ଷ ନିକଟରେ ବିନତି କରନ୍ତି।

16ଯଦି ମୁଁ ଡାକିଥାʼନ୍ତି ଓ ସେ ମୋତେ ଉତ୍ତର ଦେଇଥାʼନ୍ତେ, ତେବେ ହେଁ ସେ ମୋʼ ରବରେ ମନୋଯୋଗ କଲେ ବୋଲି ମୁଁ ବିଶ୍ୱାସ କରନ୍ତି ନାହିଁ।

17କାରଣ ସେ ବତାସରେ ମୋତେ ଭାଙ୍ଗି ପକାନ୍ତି ଓ ଅକାରଣରେ ମୋହର କ୍ଷତ ବୃଦ୍ଧି କରନ୍ତି।

18ସେ ମୋତେ ନିଶ୍ୱାସ ମାରିବାକୁ ଦିଅନ୍ତି ନାହିଁ, ମାତ୍ର ମୋତେ ତିକ୍ତତାରେ ପୂର୍ଣ୍ଣ କରନ୍ତି।

19ଆମ୍ଭେମାନେ ବିକ୍ରମୀର ବଳର କଥା କହିଲେ, ଦେଖ, ସେ ଅଛନ୍ତି! ଓ ବିଚାରର କଥା କହିଲେ, କିଏ ମୋʼ ପାଇଁ ସମୟ ନିରୂପଣ କରିବ?

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.